Become a News Creator

Your local stories, Your voice

Follow us on
Download App fromplay-storeapp-store
Advertisement
Back
Khordha752057

ଖୋର୍ଦ୍ଧା:-ବରମୁଣ୍ଡା ପଡ଼ିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ, ଦେଶ ବଞ୍ଚାଅ ସମାବେଶରେ ଯୋଗ ଦେବେ ରାହୁଲ ଗାନ୍ଧୀ ଓ ଗଡଗେ

SNSURYA NARAYAN MOHANTY
Jul 08, 2025 07:13:59
Khordha, Odisha
ଖୋର୍ଦ୍ଧା:-ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ସାମ୍ବାଦିକ ସମ୍ମିଳନୀ, ଯୋଗଦେଲେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ଜିଲ୍ଲା ସଭାପତି ରାଜୀବ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ ଓ ବହୁ କଂଗ୍ରେସ ନେତା। ୧୧ତାରିଖରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ, ଦେଶ ବଞ୍ଚାଅ ସମାବେଶରେ ଯୋଗ ଦେବେ ରାହୁଲ ଗାନ୍ଧୀ ଓ ମଲିକାର୍ଜୁନ ଗଡଗେ।
0
Report

हमें फेसबुक पर लाइक करें, ट्विटर पर फॉलो और यूट्यूब पर सब्सक्राइब्ड करें ताकि आप ताजा खबरें और लाइव अपडेट्स प्राप्त कर सकें| और यदि आप विस्तार से पढ़ना चाहते हैं तो https://pinewz.com/hindi से जुड़े और पाए अपने इलाके की हर छोटी सी छोटी खबर|

Advertisement
Advertisement
Back to top