Become a News Creator

Your local stories, Your voice

Follow us on
Download App fromplay-storeapp-store
Advertisement
Back
Khordha752055

ସୁଦୂର ବାହାରିନର ରାଜଧାନୀ ମାନାମା ଠାରେ ପ୍ରବାସୀ ଓଡିଆ ସମାଜ ପକ୍ଷରୁ ଘୋଷଯାତ୍ରା ପାଳିତ।

SURYA NARAYAN MOHANTY
Jun 28, 2025 06:11:42
Khordha, Odisha
ବାହାରିନର ରାଜଧାନୀ ମାନାମା ଠାରେ ବାହାରିନ ଓଡ଼ିଆ ସମାଜ ପକ୍ଷରୁ ଘୋଷଯାତ୍ରା ପାଳିତ ହୋଇଯାଇଛି। ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗ ଦେଇ ଘଣ୍ଟଘଣ୍ଟା ଓ ବାଦ୍ୟ ନାଦ ମଧ୍ୟରେ ଭକ୍ତ ମାନେ ହରିବୋଲ ଓ ଜୟଜଗନ୍ନାଥ ଧ୍ବନି ଦେଇ ରଥ ଟାଣିଥିଲେ। ପାରମ୍ପରିକ ରୀତିରେ ବାହାରିନ ଓଡ଼ିଆ ସମାଜର ସଭାପତି ରାମଚନ୍ଦ୍ର ସାହୁ ଓ ୟାଦଵପତି କୃଷ୍ଣଦାସ ପ୍ରଭୁ ଓ ପ୍ରଶାନ୍ତ ପ୍ରଭୁ ରଥ ଉପରେ ଛେରାପହଁରା କରିବା ପରେ ରଥ ଆଗକୁ ଗଡ଼ିଥିଲା,ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଳଭଦ୍ର ଓ ଭଉଣୀ ସୁଭଦ୍ରା ବିଜେ ହେଲା ପରେ ଶ୍ରଦ୍ଧାଳୁ ମାନେ ରଥ ଟାଣିଥିଲେ। ଏହି ଅବସରରେ ଓଡ଼ିଶାର ବିଭିନ୍ନ ପାରମ୍ପାରିକ ନୃତ୍ୟ ପ୍ରଦର୍ଶିତ ହୋଇଥିଲା।
0
Report

हमें फेसबुक पर लाइक करें, ट्विटर पर फॉलो और यूट्यूब पर सब्सक्राइब्ड करें ताकि आप ताजा खबरें और लाइव अपडेट्स प्राप्त कर सकें| और यदि आप विस्तार से पढ़ना चाहते हैं तो https://pinewz.com/hindi से जुड़े और पाए अपने इलाके की हर छोटी सी छोटी खबर|

Advertisement
Advertisement