Back
खोरधा जिले में मतदाता केंद्रों की पुनः व्यवस्था से चुनाव तैयारी तेज
SMSURYA MOHANTY
Dec 11, 2025 12:07:03
Khordha, Odisha
ମତଦାନ କେନ୍ଦ୍ର ସୁବ୍ୟବସ୍ଥା କରଣ ନିମନ୍ତେ ଜିଲ୍ଲା ପ୍ରଶାସନ ଏବଂ ରାଜନୈତିକ ଦଳ ବୈଠକ
ଖୋଲ୍ଦ୍ଧା:- ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓସ୍ଵାନ୍ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ୧ ଗୋଟି ଲୋକସଭା ନିର୍ବାଚନ ମଣ୍ଡଳୀ ଅଧୀନ ୮ ଗୋଟି ବিধାନ ସଭା ନିର୍ବାଚନ ମଣ୍ଡଳୀରେ ମତଦାନ ସାବ୍ୟସ୍ତ କେନ୍ଦ୍ର ତଥା ଭୋଟ ଦାନ କେନ୍ଦ୍ର ଗୁଡ଼ିକର ସୁବ୍ୟବସ୍ଥା କରଣ କରିବା ନିମନ୍ତେ ବିଭିନ୍ନ ରାଜନୈତିକ ଦଳ ମାନଙ୍କ ସହ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ବୈଠକରେ ବିଜୁ ଜନତା ଦଳ, ଜିଲ୍ଲା ଉପସଭାପତି ଉମାକାନ୍ତ ପଟ୍ଟନାୟକ, ଭାରତୀୟ ଜାତୀୟ କଂଗ୍ରେସ ଜିଲ୍ଲା ଉପସଭାପତି ସୌମ୍ୟ ପଟ୍ଟନାୟକ,ସି ପି ଆଇ (ଏମ)ର କରْمକର୍ତ୍ତା ଅନନ୍ତ ମଙ୍ଗରାଜ, ଭାରତୀୟ ଜନତା ପାର୍ଟି ର ବଦ୍ରି ନାରାୟଣ ଦାସ ,ଆମ ଆଦମୀ ପାର୍ଟି ର ପ୍ରଶାନ୍ତ କୁମାର ରଣସିଂହ,ବି ଜେ ଡି ର ସୂର୍ୟ କାନ୍ତ ବେହେରା , ଡେପୁଟି କଲେକ୍ଟର, ନିର୍ବାଚନ,ମନୋଜ କୁମାର ସେନାପତି, ରଞ୍ଜନ କୁମାର ମହାନ୍ତି, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ନିର୍ବାଚନ କାର୍ଯ୍ୟାଳୟ ବରିଷ୍ଠ ସହାୟିକା ସାଗରିକା ମହାପାତ୍ର ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଅଧ୍ୟକ୍ଷତା କରି କହିଲେ ଯେ ନୂତନ ଭାବେ କରାଯାଇଥିବାଭୋଟ କେନ୍ଦ୍ର ଓ ସ୍ଥାନାନ୍ତର ହୋଇଥିବା ଭୋଟ କେନ୍ଦ୍ର ଗୁଡ଼ିକ ଲୋକମାନେ ଜାଣିବା ପାଇଁ ସମସ୍ତ ରାଜନୈତିକ ଦଳ ସେମାନେ ତାଙ୍କର ପ୍ରତିନିଧି ପଠାଇ ବୁଥ ସ୍ତରୀୟ ଅଧିକାରୀ ମାନଙ୍କୁ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ l ଖୋର୍ଦ୍ଧା ଜିଲ୍ଲାରେ ପୂର୍ବ ସାଧାରଣ ନିର୍ବାଚନ ସମୟରେ ୧୯୬୧ ମତଦାନ କେନ୍ଦ୍ର ଥିବାବେଳେ ଭାରତର ନିର୍ବାଚନ କମିଶନଙ୍କ ଅନୁମୋଦନ କ୍ରମେ ସମ୍ପ୍ରସାରଣ ହୋଇ ୨୦୨୫ ମସିହାରେ ୨୪୩୪ ମତଦାନ କେନ୍ଦ୍ର ସ୍ଥିରିକରଣ କରାଯାଇଛି l ୧୧୧ ଜୟଦେବ ବিধାନ ସଭା ନିର୍ବାଚନ ମଣ୍ଡଳୀ ରେ ପୂର୍ବ ମତଦାନ କେନ୍ଦ୍ର ୨୩୬ ଥିବାବେଳେ ନୂତନ ଭାବେ ୧୫ ଗୋଟି ମତଦାନ କେନ୍ଦ୍ର କରାଯାଇ ମୋଟ ୨୫୧ ମତଦାନକେନ୍ଦ୍ର ହୋଇଅଛି l ସେହିପରି ୧୧୨ ଭୁବନେଶ୍ୱର ମଧ୍ୟ ପୂର୍ବରୁ ୨୦୨ ଥିବାବେଳେ ନୂତନ ଭାବେ ୧୭ ଗୋଟି ମତଦାନ କେନ୍ଦ୍ର ବର୍ଦ୍ଧିତ କରାଯାଇ ମୋଟ ୨୧୯, ୧୧୩ଭୁବନେଶ୍ୱର uqର୍ତ୍ତ ୨୬୯ ଥିବାବେଳେ ୩ ଗୋଟି ସ୍ଥାନାନ୍ତର ଓ ୮୭ ଗୋଟି ନୂତନ ମତଦାନ କେନ୍ଦ୍ର କୁ ନେଇ ମୋଟ ୩୫୬ ଗୋଟି,୧୧୪ ଏକାମ୍ର ଭୁବନେଶ୍ୱର ପୂର୍ବରୁ ୨୪୮ ଥିବାବେଳে ୨୮ ବୃଦ୍ଧି ହୋଇ ୨୭୬ ଗୋଟି,୧୧୫ ଜଟଣୀ ପୂର୍ବରୁ ୨୬୦ ଥିବାବେଳେ ୮୪ ଗୋଟି ବୃଦ୍ଧି କରାଯାଇ ୨୪୬ ଗୋଟି,୧୧୬ ବେଗୁନିଆ ପୂର୍ବରୁ ୨୩୯ ଥିବାବେଳେ ୪ ଗୋଟି ସ୍ଥାନାନ୍ତର କେନ୍ଦ୍ରକୁ ଓ ୬୭ ବୃଦ୍ଧି କେନ୍ଦ୍ରକୁ ନେଇ ମୋଟ୩୦७ ମତଦାନ କେନ୍ଦ୍ର,୧୧୭ ଖୋର୍ଦ୍ଧା ପୂର୍ବରୁ ୨୪୮ କେନ୍ଦ୍ର ଥିବାବେଳେ ୧୧ଗୋଟି ସ୍ଥାନାନ୍ତର ଓ ୯୧ ଗୋଟି ନୂତନ କେନ୍ଦ୍ରକୁ ନେଇ ମୋଟ ୩୪୮ ଏବଂ ୧୧୮ ଚିଲିକା ପୂର୍ବରୁ ୨୪୮ ଥିବାବେଳେ ୧ ଗୋଟି ସ୍ଥାନାନ୍ତର ଓ ୮୪ ଗଟିଁ ନୂତନ କେନ୍ଦ୍ରକୁ ନେଇ ମୋଟ ୩୨୨ ଗୋଟି ମତଦାନ କେନ୍ଦ୍ର କରାଯାଅଛି l ବିସ୍ତୃତ ଭାବାବକ ପୂର୍ବୁରୁ ଜିଲ୍ଲାରେ ୧୯୬୧ ଗୋଟି ବୁଥ ଥିବା ବେଳେ ସ୍ଥାନାନ୍ତର ମତଦାନ କେନ୍ଦ୍ର ୧୯ ଓ ନୂତନ ମତଦାନ କେନ୍ଦ୍ର ୪୩୩ିଏଁ ୨େନ୍ବ ସ୍ଥାନାନ୍ତର ୨୦୨୫ ମସିହାରେ ଜିଲ୍ଲାରେ ୨୪୩୪ ଗୋଟି ମତଦାନ କେନ୍ଦ୍ର ନିର୍ବାଚନ କମିଶନଙ୍କ ଅନୁମୋଦନ କ୍ରମେ ସ୍ଥରୀକୃତ ହୋଇଅଛି l
0
Report
हमें फेसबुक पर लाइक करें, ट्विटर पर फॉलो और यूट्यूब पर सब्सक्राइब्ड करें ताकि आप ताजा खबरें और लाइव अपडेट्स प्राप्त कर सकें| और यदि आप विस्तार से पढ़ना चाहते हैं तो https://pinewz.com/hindi से जुड़े और पाए अपने इलाके की हर छोटी सी छोटी खबर|
Advertisement
MKMohammed Khan
FollowMar 03, 2026 01:15:210
Report
MJManoj Jain
FollowMar 03, 2026 01:15:140
Report
KRKishore Roy
FollowMar 03, 2026 01:01:590
Report
AYAmit Yadav
FollowMar 03, 2026 01:01:470
Report
ABATISH BHOIR
FollowMar 03, 2026 01:01:240
Report
UJUmesh Jadhav
FollowMar 03, 2026 01:01:120
Report
1
Report
118
Report
0
Report
VSVISHAL SINGH
FollowMar 02, 2026 19:00:09Noida, Uttar Pradesh:लखनऊ में डिप्टी सीएम बृजेश पाठक और भाजपा नेता नीरज सिंह और भाजपा के विधायकों के साथ भाजपा कार्यकर्ताओं ने खेली होली
0
Report
पुलिस लाइन में वरिष्ठ पुलिस अधीक्षक ने होलिका दहन किया शहर की अन्य स्थानों परभी होली का दहन किया गया
0
Report
YSYatnesh Sen
FollowMar 02, 2026 18:47:090
Report
DKDeepesh Kumar
FollowMar 02, 2026 18:46:04Noida, Uttar Pradesh:लखनऊ-विनय खण्ड क्षेत्र में बाइक चोरों का आतंक
-घर के बाहर से बाइक उडा ले गया चोर
-चोरी की घटना सीसीटीवी में हुई कैद
-पुलिस जांच में जुटी
-मामला गोमतीनगर थाना क्षेत्र का
0
Report
RSRajkumar Singh
FollowMar 02, 2026 18:45:340
Report
PKPushpender Kumar
FollowMar 02, 2026 18:32:200
Report
