Back
पुरी मंदिर नियुक्ति समिति की बैठक: डोल पूरनिमा के अवसर पर नीति पर निर्णय
SMSanjay Mohapatra
Feb 24, 2026 18:15:59
Puri, Odisha
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଡ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୁରୀ ଜିଲ୍ଲାପାଳଙ୍କ ସହ ଏସପି, ଛତିଶା ନିଯୋଗର ସେବାୟତ ପ୍ରତିନିଧି ମାନେ ଉପସ୍ଥିତି ଥିଲେ। ଆସନ୍ତା ମାର୍ଚ୍ଚ ୩ ତାରିଖରେ ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହେବ। ତେବେ ଦୋଳପୂର୍ଣ୍ଣିମା ରେ ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଏଥିପାଇଁ ଚୁଡାନ୍ତ ହୋଇଥିବା ନୀତି କାନ୍ତି କୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି। ଜିଲ୍ଲାପାଳ ଙ୍କ ସୂଚନା ଅନୁଯାୟୀ ୨ ତାରିଖ ରାତି ୧ ଟା ରେ ଦ୍ବାର ଫିଟା ନୀତି କରାଯାଇ ମହାପ୍ରଭୁଙ୍କ ଭିଭନ୍ନ ନୀତି କାନ୍ତି କରାଯିବ। ତେବେ ନୀତି କାନ୍ତି ସଅଳ ହେଲେ ସକାଳୁ ମହାପ୍ରଭୁଙ୍କୁ ଦୋଳବେଦୀରେ ବିଜେ କରାଯିବା ପାଇଁ ସମସ୍ତଙ୍କର ପ୍ରୟାସ ରହିବ। ସଅଳ ନୀତି କାନ୍ତି ହୋଇ ନପାରିଲେ ଗ୍ରହଣ ସର୍ବମୋକ୍ଷ ପରେ ଠାକୁରଙ୍କୁ ଦୋଳବେଦୀ କୁ ବିଜେ କରାଯିବ। ଆସന୍ତା ୧ ଓ ୨ ତାରିଖରେ ଶ୍ରୀମନ୍ଦିରରେ ଭିତର କାଠ ଦର୍ଶନ ବନ୍ଦ ରହିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ୨ ତାରିଖରେ ମେଣ୍ଢା ପୋଡ଼ି ନୀତି ହୋଇଥିବାରୁ ନୀତି କାନ୍ତି କୁ ଶୃଙ୍ಖଳିତ କରିବା ପାଇଁ ରାତ୍ର ୧ ଟା ରୁ ଦ୍ବାର ଫିଟା ନୀତି ଅନୁଷ୍ଠିତ ହେବ।
0
Report
हमें फेसबुक पर लाइक करें, ट्विटर पर फॉलो और यूट्यूब पर सब्सक्राइब्ड करें ताकि आप ताजा खबरें और लाइव अपडेट्स प्राप्त कर सकें| और यदि आप विस्तार से पढ़ना चाहते हैं तो https://pinewz.com/hindi से जुड़े और पाए अपने इलाके की हर छोटी सी छोटी खबर|
Advertisement
BPBHUPESH PRATAP
FollowFeb 24, 2026 19:01:120
Report
KSKartar Singh Rajput
FollowFeb 24, 2026 19:00:230
Report
SMSandeep Mishra
FollowFeb 24, 2026 18:45:330
Report
NSNITIN SRIVASTAVA
FollowFeb 24, 2026 18:45:140
Report
0
Report
0
Report
0
Report
0
Report
0
Report
ANAJAY NATH
FollowFeb 24, 2026 18:16:460
Report
SMSanjay Mohapatra
FollowFeb 24, 2026 18:16:310
Report
ANAJAY NATH
FollowFeb 24, 2026 18:16:150
Report
ABATISH BHOIR
FollowFeb 24, 2026 18:15:32Kalyan, Maharashtra:कल्याण कोळीवाड्यात शिमगा उत्सव ,शिमगा उत्सवाची अनेक वर्षांची परंपरा ..
कोळी बांधवानी साजरा केला शिमगा उत्सव ,मोठ्या उत्साहात जल्लोषात शिमगा उत्सवाची परंपरा
0
Report
0
Report