Back
Rayagada765001blurImage

Rayagada - ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ ବିଜୟ ପୁନେମ

Tushar Ranjan Sahu
May 27, 2025 13:01:41
Rayagada, Odisha
ହାର୍ଡକୋର ଵିଜୟ ପୁନେମ ଏଲିଆସ୍ ଅଜୟ ଆଜି ରାୟଗଡା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି।ବିଜୟର ଘର ଛତିଶଗଡ଼ ରାଜ୍ୟ ବାଟିଗୁଡା ଗ୍ରାମର ବୋଲି ଜଣାପଡିଥିବା ବେଳେ ସେ ଦୀର୍ଘ ବର୍ଷ ହେବ ବାସଧରା-ଘୁମୂସର-ନାଗାବଳୀ ଡିଭିଜନର କେଡର ମାଓବାଦୀ ଭାବେ କାର୍ଯ୍ଯ କରୁଥିଲେ। ସେ 2009 ମସିହାରେ ନକ୍ସଲ ସଂଗଠନରେ ମିଶିଥିଲେ। ପରେ ଟ୍ରେନିଂ ଶେଷ ହେବା ପରେ ତାକୁ 2014 ମସିହାରେ ନକ୍ସଲ ସଂଗଠନର ଏସିଏମ୍ ଦାୟିତ୍ୱ ମିଳିଥିଲା। ଏବଂ 2024 ମସିହାରେ ତାକୁ ବାଶଧରା-ଘୁମୁସର-ନାଗାବଳୀ ଡିଭିଜନର କ୍ଯଡେର୍ ଦାୟିତ୍ୱ ମିଳିଥିଲା। ବିଜୟ ଛତିଶଗଡ଼, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ବୈଧ,କନ୍ଧମାଳ ଓ ରାୟଗଡାରେ ଘଟିଥିବା ବିଭିନ୍ନ ନକ୍ସଲ ହିଂସା ରେ ଜଡିତ ଥିବା ରାୟଗଡା ଏସପି ସ୍ବିଥୀ ଏସ୍ .କମାର ସୂଚନା ଦେଇଛନ୍ତି।
1
Report

हमें फेसबुक पर लाइक करें, ट्विटर पर फॉलो और यूट्यूब पर सब्सक्राइब्ड करें ताकि आप ताजा खबरें और लाइव अपडेट्स प्राप्त कर सकें| और यदि आप विस्तार से पढ़ना चाहते हैं तो https://pinewz.com/hindi से जुड़े और पाए अपने इलाके की हर छोटी सी छोटी खबर|