Back
ओडिशा: देबरिगढ़ अभयारण्य को इंटरनेशनल इकोटूरिज्म डेस्टिनेशन बनाने के लिए 71.19 करोड़ मंजूर
ANAJAY NATH
Dec 18, 2025 12:40:46
Sambalpur, Odisha
୭୧ କୋଟି ଟଙ୍କା ବ୍ୟୟରେ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ହେବ ଡେବ୍ରିଗଡ଼ Abhyāraṇya ନୂଆ ରୂପ ନେବ ଡେବ୍ରିଗଡ଼ abhyāraṇya | ଏଥିପାଇଁ ପ୍ରସ୍ତୁତ ଡିପିଆରକୁ ମଞ୍ଜୁରୀ ଦେଇଛନ୍ତି ସରକାର |ଡେବ୍ରିଗଡ଼ର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆନ୍ତର୍ଜାତୀୟ ସ୍ତରରେ ପରିଚୟ ଦେବା ସହିତ ବନ୍ୟଜନ୍ତୁ ସଂରକ୍ଷଣରେ ସହାୟକ ହେବ,ତା ସହ ଡେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଏକ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ଭାବରେ ବିକଶିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରାୟ ୭୧.୧୯ କୋଟି ଟଙ୍କା ମୂଲ୍ୟର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର୍)କୁ ମଞ୍ଜୁରୀ ଦେଇଛନ୍ତି ବୋଲି ସୂଚନା ଦିଆଯାଇଛି ।ଏହି ନିଷ୍ପତ୍ତି ଡେବ୍ରିଗଡ଼ର ପ୍ରାକୃତନୀକ ସୌନ୍ଦର୍ୟକୁ ଆନ୍ତର୍ଜାତୀୟ ସ୍ତରରେ ପରିଚୟ ଦେବା ସହିତ ବନ୍ୟଜନ୍ତୁ ସଂରକ୍ଷଣରେ ସହାୟକ ହେବ । ଏହି ଇକୋଟୁରିଜିମ୍ ପ୍ରକଳ୍ପ ସ୍ଥାନୀୟ ନିଯୁକ୍ତି ଏବଂ ପର୍ଯ୍ୟଟନକୁ ବଡ଼ ଗତି ଦେବ | ଅପାରପକ୍ଷ ରେ ଅଭୟାରଣ୍ୟର ପ୍ରାୟ ୧୦୦ କିଲୋମିଟର ପରିସୀମା ਚାରିପାଖରେ ବାଡ଼ ନିର୍ମାଣ ପାଇଁ ସ୍ୱତନ୍ତ୍ର ଭାବରେ ଅତିରିକ୍ତ ପ୍ରାୟ ୧୪.୧୮ କୋଟି ଟଙ୍କା ପାଣ୍ଠି ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ରାଶିକୁ କାମ୍ପା କିମ୍ବା ଅନ୍ୟାନ୍ୟ ରାଜ୍ୟ ସରକାରୀ ପାଣ୍ଠି ମାଧ୍ୟମରେ ଯୋଗାଇବା ପାଇଁ ପରାମର୍ଶ ଦିଆଯାଇଛି । ଏହି ବାଡ଼ ନିର୍ମା ଦ୍ୱାରା ଵନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ସଂଘର୍ଷ ହ୍ରାସ ହୋଇପାରିବ । ସମ୍ପୃକ୍ତ ବିଭାଗକୁ ତୁରନ୍ତ ଏହି ଡିପିଆର ଅନୁଯାୟୀ ଆଗାମୀ ପଦକ୍ଷେପ ଗ୍ରହଣ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି ପ୍ରକଳ୍ପ ଡେବ୍ରିଗଡ଼ରେ ଇକୋଟୁରିଜିମ୍ ଭିତ୍ତିଭୂମିର ବିକାଶ କରିବା ସହିତ ସ୍ଥାନୀୟ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ପ୍ରାକୃତିକ ସମ୍ପଦର ସୁରକ୍ଷାକୁ ବଳିଷ୍ଠ କରିବ ।ତା ସହ ୨୦ ଟି ଇକୋ ଟୁରିଜମ କଟେଜ ନିର୍ମାଣ ହେବ | ତା ସହ ୨୦ ଟି ଇକୋ ଟୁରିଜାମ କଟେଜ ନିର୍ମାଣ ହେବ ବୋଲି ସୂଚନା ମିଳିଛି |
0
Report
हमें फेसबुक पर लाइक करें, ट्विटर पर फॉलो और यूट्यूब पर सब्सक्राइब्ड करें ताकि आप ताजा खबरें और लाइव अपडेट्स प्राप्त कर सकें| और यदि आप विस्तार से पढ़ना चाहते हैं तो https://pinewz.com/hindi से जुड़े और पाए अपने इलाके की हर छोटी सी छोटी खबर|
Advertisement
IAImran Ajij
FollowDec 18, 2025 14:07:320
Report
BBBhupendra Bishnoi
FollowDec 18, 2025 14:07:080
Report
DTDinesh Tiwari
FollowDec 18, 2025 14:06:480
Report
VSVishnu Sharma1
FollowDec 18, 2025 14:06:290
Report
RKRakesh Kumar Bhardwaj
FollowDec 18, 2025 14:06:110
Report
WMWaqar Manzoor
FollowDec 18, 2025 14:05:530
Report
0
Report
STSumit Tharan
FollowDec 18, 2025 14:05:380
Report
BDBabulal Dhayal
FollowDec 18, 2025 14:05:140
Report
DKDAVESH KUMAR
FollowDec 18, 2025 14:04:580
Report
NZNaveen Zee
FollowDec 18, 2025 14:04:380
Report
TCTanya chugh
FollowDec 18, 2025 14:00:330
Report
RSR.B. Singh
FollowDec 18, 2025 14:00:140
Report
0
Report
0
Report