Back
ओड़िशा में महिला शिशु विकास योजनाओं की प्रगति पर समीक्षा बैठक; अन्नपूर्णा देवी ने सुभद्रा योजना सराह...
MMManoj Mallia
Feb 26, 2026 05:01:24
ମହିଳା ଓ ଶିଶୁ ବିକାଶ ବିଭାଗର ସମୀକ୍ଷା ବୈଠକ ୱିଚାର କରାଯାଇଛି ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତି ନେଇ । ଏହି ବୈଠକରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ, ଉପ-ମୁଖ୍ୟମନ୍ତ୍ରୀ ତଥା ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଅଧ୍ୟକ୍ଷତା କରିଥିଲେ । ବୈଠକରେ କେନ୍ଦ୍ରମନ୍ତ୍ରୀ ସମ୍ମାନ ପାଇନ୍ ରାଜ୍ୟ ସରକାରଙ୍କ ପ୍ରମୁଖ ‘ସୁਭଦ୍ରା’ ଯୋଜନାର ଉଚ୍ଚ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ, “ଯେତେବେଳେ ସରକାରୀ ସହାୟତା ସିଧାସଳଖ ମହିଳାଙ୍କ ବ୍ୟାଙ୍କ ଖାତାକୁ ଯାଏ, ତାହା ସେମାନଙ୍କ ଆର୍ଥିକ ସ୍ୱାଧୀନତା ଓ ସଶକ୍ତିକରଣକୁ ସୁନିଶ୍ଚିତ କରିଥାଏ।” ଏଥି ସହ ସେ ଅଙ୍ଗନୱାଡି କେନ୍ଦ୍ର ମାନଙ୍କରେ ‘ତିଥି ଭୋଜନ’ ଆୟୋଜନ ତଥା ପୋଷଣ ଦିବସ ଅଥବା ପୋଷଣ ସପ୍ତାହ ପାଳନ କରିବା ପାଇଁ ପରାମର୍ଶ ଦେଇଛନ୍ତି । ସେ ନାଗରିକ ଏବଂ ସରକାରଙ୍କ ମଧ୍ୟରେ ସମନ୍ୱିତ ପ୍ରଯା ରାଜ୍ୟରୁ ଅପପୁଷ୍ଟି ନିର୍ମୂଳ କରିବାରେ ଯଥେଷ୍ଟ ସହାୟକ ହୋଇପାରିବ ବୋଲି ମତ ପ୍ରକାଶ କରିଛନ୍ତି । ଓଡ଼ିଶାର ଗ୍ରାମାଞ୍ଚଳରେ ସରକାରଙ୍କର ବିଭିନ୍ନ ସଂସ୍ଥା କାର୍ଯ୍ୟକ୍ରମର ସକରାତ୍ମକ ପ୍ରଭାବ ଦେଖି ସେ ସନ୍ତୋଷ ପ୍ରକାଶ କରିବା ସହ କେନ୍ଦ୍ର-ରାଜ୍ୟ ସମନ୍ୱୟ ମାଧ୍ୟମରେ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ । up-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ତାଙ୍କ ଉଦ୍ବୋଧନରେ କହିଥିଲେ ଯେ, ମହିଳାଙ୍କ ସାମଗ୍ରିକ ସଶକ୍ତିକରଣ ଓ ଶିଶୁଙ୍କ ସୁରକ୍ଷିତ ଭବିଷ୍ୟତ ରାଜ୍ୟ ସରକାରଙ୍କ ପ୍ରଥମ ପ୍ରାଥମିକତା। ଆସନ୍ତା ୮ ମାର୍ଚ୍ଚ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ୪ର୍ଥ ଟଙ୍କା ହିତାଧିକାରୀଙ୍କ ଖାତାକୁ ଜମା ହେବାକୁ ଯାଉଥିବାରୁ, ଏହାର ସମୟୋପଯୋଗୀ ଓ ପାରଦର୍ଶୀ ବିତରଣ ପାଇଁ ବିଭାଗ କାମ କରୁଛି। ଏହି ସମୀକ୍ଷା ବୈଠକରେ ପୋଷଣ, ସୁରକ୍ଷା ଓ ଶିକ୍ଷା , ଏହି ତିନି ମୂଳ ମାର୍ଗରେ ଶିଶୁ ଓ ମହିଳାଙ୍କ ବିକାଶ ପାଇଁ ପାଇଁ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ବିସ୍ତୃତ ସମୀକ୍ଷା ହୋଇଥିଲା । ଏହି ସମୀକ୍ଷା ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁସ୍ଥ ଓ ସୁରକ୍ଷିତ ଭବିଷ୍ୟତ ପାଇଁ ନୂତନ ଦିଗ ନିର୍ଦ୍ଦେଶ ମିଳିଛି ।
0
Report
हमें फेसबुक पर लाइक करें, ट्विटर पर फॉलो और यूट्यूब पर सब्सक्राइब्ड करें ताकि आप ताजा खबरें और लाइव अपडेट्स प्राप्त कर सकें| और यदि आप विस्तार से पढ़ना चाहते हैं तो https://pinewz.com/hindi से जुड़े और पाए अपने इलाके की हर छोटी सी छोटी खबर|
Advertisement
ASAVNISH SINGH
FollowFeb 26, 2026 06:21:210
Report
RCRAJVEER CHAUDHARY
FollowFeb 26, 2026 06:21:090
Report
DDDeepak Dwivedi
FollowFeb 26, 2026 06:21:01Gwalior, Bhopal, Madhya Pradesh:भोपाल
नेता प्रतिपक्ष उमंग सिंघार का बयान
सदन के अब तक की कार्यवाही पर बोले
सरकार मंत्री सदन के अंदर केवल आंकड़े गिनाते है
जमीनी पर hाकिगत कुछ और है
आंकड़े गिनाने की वजह जमीन पर काम करें
0
Report
ADASHISH DWIVEDI
FollowFeb 26, 2026 06:20:340
Report
KSKULWANT SINGH
FollowFeb 26, 2026 06:20:150
Report
AMAbhishek Mathur
FollowFeb 26, 2026 06:19:370
Report
KKKRISNDEV KUMAR
FollowFeb 26, 2026 06:19:21Noida, Uttar Pradesh:जापान में सीएम योगी के पोस्टर लगाए गए। जापान के सबसे बड़ी राम मंदिर के पास सीएम योगी के पोस्टर लगाए गए
0
Report
SSSHAILENDAR SINGH THAKUR
FollowFeb 26, 2026 06:19:120
Report
ANAJAY NATH
FollowFeb 26, 2026 06:18:590
Report
ACAshish Chaturvedi
FollowFeb 26, 2026 06:18:360
Report
ACAshish Chaturvedi
FollowFeb 26, 2026 06:18:110
Report
DCDILIP CHOUDHARY
FollowFeb 26, 2026 06:17:580
Report
AMAnkit Mittal
FollowFeb 26, 2026 06:17:260
Report
ASAMIT SONI
FollowFeb 26, 2026 06:16:450
Report
ASAVNISH SINGH
FollowFeb 26, 2026 06:16:300
Report