Become a News Creator

Your local stories, Your voice

Follow us on
Download App fromplay-storeapp-store
Advertisement
Back
Ganjam760002

Ganjam - ଏହି ଦିନ ମହାରାଜାଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି

Apr 26, 2025 17:05:34
Brahmapur, Odisha
ଜିଲ୍ଳା ବିଜେଡ଼ି କାର୍ଯ୍ୟାଳୟ ଠାରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ପାଳିତ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଜିଲ୍ଲା ବିଜେଡ଼ି କାର୍ଯ୍ୟାଳୟ ଠାରେ ଆଜି ଦଶଟା ବେଳେ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ପାଳିତ ହୋଇ ଯାଇଛି। ଜିଲ୍ଲା ସଭାପତି ପ୍ରଦୀପ ନାୟକ ଙ୍କ ସଭାପତିତ୍ବରେ ପାରଳା ବିଧାୟକ ରୁପେସ ପାଣିଗ୍ରାହୀ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ବରିଷ୍ଠ ବିଜେଡ଼ି ନେତା ଲକ୍ଷ୍ମୀ ପରିଛା ଙ୍କ ସମେତ ଅନ୍ୟ ନେତା ମାନେ ଉପସ୍ଥିତ ରହି ମହାରାଜାଙ୍କ ପ୍ରତିଚିତ୍ର ଠାରେ ପ୍ରଦୀପ ପ୍ରଜ୍ବଳନ ଏବଂ ପୁଷ୍ପ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
0
comment0
Report

For breaking news and live news updates, like us on Facebook or follow us on Twitter and YouTube . Read more on Latest News on Pinewz.com

Advertisement
Sept 18, 2025 14:19:38
14
comment0
Report
SKSusanta Kumar Dash
Sept 13, 2025 07:09:48
14
comment0
Report
SKSusanta Kumar Dash
Sept 11, 2025 00:22:05
15
comment0
Report
Advertisement
Back to top