Back
Khordha752055blurImage

Khorda - ବେଗୁନିଆ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ମଶାଲ ଶୋଭାଯାତ୍ରା ଓ ବ୍ଲକ ଅଫିସ ସମ୍ମୁଖରେ ବିକ୍ଷୋଭ

SURYA NARAYAN MOHANTY
Apr 17, 2025 06:52:23
Khordha, Odisha
ଖୋର୍ଦ୍ଧା:- ବେଗୁନିଆ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ମଶାଲ ଶୋଭାଯାତ୍ରା ଓ ବ୍ଲକ ଅଫିସ ସମ୍ମୁଖରେ ବିକ୍ଷୋଭ, ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥିବୀ ବଲ୍ଲଭଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ସାମିଲ ।
0
Report

For breaking news and live news updates, like us on Facebook or follow us on Twitter and YouTube . Read more on Latest News on Pinewz.com