Back
Rayagada765001blurImage

Rayagada: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଦ୍ବାର ନୂତନ ଖାଉଟି କାର୍ଡ ବଣ୍ଡନ

Tushar Ranjan Sahu
May 24, 2025 05:35:29
Rayagada, Odisha
ରାୟଗଡ଼ ଜିଲ୍ଲା ସ୍ତରୀୟ ନୂତନ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆଜି ଜିଲ୍ଲାପରିଷଦ ରାୟଗତ ସଭା ଗୃହରେ ଅତିରିକୁ ଜିଲ୍ଲାପାଳ, ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥ୍‌ ଭାବେ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ବିଜ୍ଞାନ, ବୈଷୟିକ ବିଭାଗ, ଓଡିଶା ସରକାର ଯୋଗଦେଇ ଜିଲ୍ଲାର ରାୟଗତ, କୋଲନରା ବ୍ଲକ ଓ ପୌରାଞ୍ଚଳର ୨୦ ଜଣ ଯୋଗ୍ୟ ହିତାଧ୍ଵଜାରୀ ଙ୍କୁ ନୂତନ ଖାଉଟି କାର୍ଡ ବଣ୍ଟନ କରିଥିଲେ। ପରବର୍ତ୍ତୀ ସମୟରେ ଯୋଗ୍ୟ ହିତାଧୂକାରୀ ମାନଙ୍କୁ ନୂତନ ଖାଉଟି କାର୍ଡ ପ୍ରଦାନ କରା‌ଯିବ ଏବଂ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧୂକାରୀ ଶ୍ରୀ ରାଜକିଶୋର ପାଣିଗ୍ରାହୀ, ଜିଲ୍ଲା ଯୋଗାଣ ଅଧୂକାରୀ ଦାଶରଥ୍ ସୋରେନ ସାମିଲ ହୋଇ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ I
1
Report

For breaking news and live news updates, like us on Facebook or follow us on Twitter and YouTube . Read more on Latest News on Pinewz.com